Online Bible

- Reklamy -




ଯିଶାଇୟ 63:15 - ପବିତ୍ର ବାଇବଲ

15 ବର୍ତ୍ତମାନ ସ୍ୱର୍ଗ ଉପରୁ ଦେଖ, ତୁମ୍ଭ ପବିତ୍ରତା ଓ ତୁମ୍ଭ ପରାକ୍ରମର ବସତି ସ୍ଥାନରୁ ଦେଖ, ତୁମ୍ଭର ଶାଶ୍ୱତ ପ୍ରେମ କାହିଁ? ତୁମ୍ଭର କୋହ ଓ ଦୟା କାହିଁ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏବେ ସ୍ଵର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍ଯୋଗ ଓ ତୁମ୍ଭର ବିକ୍ରମ-କାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋʼ ପ୍ରତି ନିବୃତ୍ତ ହୋଇଅଛି।

Viz kapitola kopírovat

ଓଡିଆ ବାଇବେଲ

15 ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତିସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍‍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋ’ ପ୍ରତି ନିବୃତ୍ତ ହୋଇଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍‍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋʼ ପ୍ରତି ନିବୃତ୍ତ ହୋଇଅଛି।

Viz kapitola kopírovat




ଯିଶାଇୟ 63:15

Následuj nás:

Reklamy


Reklamy