ଯିଶାଇୟ 63:16 - ପବିତ୍ର ବାଇବଲ16 ଯଦିଓ ଅବ୍ରହାମ ଆମ୍ଭକୁ ଜାଣନ୍ତି ନାହିଁ, ଓ ଇସ୍ରାଏଲର ଯାଜକ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ସଦାପ୍ରଭୁ ତୁମ୍ଭେ ଆମ୍ଭମାନଙ୍କର ପିତା ଏବଂ ଅନନ୍ତକାଳ ପର୍ଯ୍ୟନ୍ତ ଯେ, ଆମ୍ଭକୁ ରକ୍ଷା କରିଛ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ଵୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନ; କାଳରୁ ଆମ୍ଭମାନଙ୍କର ମୁକ୍ତିଦାତା ବୋଲି ତୁମ୍ଭର ନାମ ଅଛି। Viz kapitolaଓଡିଆ ବାଇବେଲ16 ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର “ମୁକ୍ତିଦାତା” ବୋଲି ତୁମ୍ଭର ନାମ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର ମୁକ୍ତିଦାତା ବୋଲି ତୁମ୍ଭର ନାମ ଅଛି। Viz kapitola |