ଯିଶାଇୟ 63:17 - ପବିତ୍ର ବାଇବଲ17 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ କାହିଁକି ତୁମ୍ଭ ପଥରୁ ବିଭ୍ରାନ୍ତ କରୁଅଛି ଓ ତୁମ୍ଭକୁ ଭୟ କରିବାକୁ ଆମ୍ଭର ଅନ୍ତଃକରଣକୁ କଠିନ କରୁଅଛ? ନିଜର ଦାସମାନଙ୍କ ପାଇଁ ଓ ନିଜର ଅଧିକାର ସ୍ୱରୂପ ଗୋଷ୍ଠୀଗଣଙ୍କ ପାଇଁ ଫେରି ଆସ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛଣ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ଵରୂପ ଗୋଷ୍ଠୀଗଣର ସକାଶୁ ଫେର। Viz kapitolaଓଡିଆ ବାଇବେଲ17 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର। Viz kapitola |