ଯିଶାଇୟ 63:19 - ପବିତ୍ର ବାଇବଲ19 ଯେଉଁମାନଙ୍କୁ ତୁମ୍ଭେ କେବେ ଶାସନ କରି ନାହଁ ଓ ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଦୀର୍ଘକାଳ ସେହି ଲୋକମାନଙ୍କ ପରି ଆମ୍ଭେ ହୋଇଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ଵ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ। Viz kapitolaଓଡିଆ ବାଇବେଲ19 ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ। Viz kapitola |