ଯିଶାଇୟ 63:6 - ପବିତ୍ର ବାଇବଲ6 ପୁଣି ଆମ୍ଭେ ନିଜର କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ; ପୁଣି ଭୂମିରେ ସେମାନଙ୍କର ପ୍ରାଣର ରକ୍ତ ଢାଳି ଦେଲୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣ-ରକ୍ତ ଢାଳି ପକାଇଲୁ। Viz kapitolaଓଡିଆ ବାଇବେଲ6 ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ।” Viz kapitola |