ଯିଶାଇୟ 64:6 - ପବିତ୍ର ବାଇବଲ6 ଆମ୍ଭେମାନେ ସମସ୍ତେ ପାପରେ ଅପବିତ୍ର ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ। ଆମ୍ଭେମାନେ ଝଡ଼ିଲା ପତ୍ର ସଦୃଶ ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାୟୁ ତୁଲ୍ୟ ଆମ୍ଭମାନଙ୍କୁ ଉଡ଼ାଇ ନିଏ। Viz kapitolaପବିତ୍ର ବାଇବଲ (Re-edited) - (BSI)6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ। Viz kapitolaଓଡିଆ ବାଇବେଲ6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ। Viz kapitola |