ଯିଶାଇୟ 64:9 - ପବିତ୍ର ବାଇବଲ9 ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୋଧିତ ହୁଅ ନାହିଁ କି ଆମ୍ଭମାନଙ୍କର ପାପକୁ ଚିରକାଳ ମନେରଖ ନାହିଁ। ଆମ୍ଭେମାନେ ବିନତି କରୁଅଛୁ, ଆମ୍ଭ ପ୍ରତି ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ସନ୍ତାନ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ହେ ସଦାପ୍ରଭୋ, ଅତ୍ୟ; କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ। Viz kapitolaଓଡିଆ ବାଇବେଲ9 ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ସଦାପ୍ରଭୋ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିରକାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ। Viz kapitola |