ଯିଶାଇୟ 65:12 - ପବିତ୍ର ବାଇବଲ12 ତୁମ୍ଭମାନଙ୍କୁ ଆମ୍ଭେ ଖଡ଼୍ଗରେ ଚ୍ଛେଦନ କରିବା ଓ ତୁମ୍ଭେ ସମସ୍ତେ ବଧ୍ୟସ୍ଥାନରେ ନଇଁ ପଡ଼ିବ। କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର କଲ ନାହିଁ, ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ। କିନ୍ତୁ ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ ସେହି କାର୍ଯ୍ୟ କଲ ଓ ଯାହା ଆମ୍ଭକୁ ଅସନ୍ତୁଷ୍ଟ କରିବ ସେହି କାର୍ଯ୍ୟକୁ ମନୋନୀତ କଲ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭମାନଙ୍କୁ ଆମ୍ଭେ ଖଡ଼୍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ୍ୟ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ। Viz kapitolaଓଡିଆ ବାଇବେଲ12 ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭମାନଙ୍କୁ ଆମ୍ଭେ ଖଡ୍ଗ ନିମନ୍ତେ ନିରୂପଣ କରିବା ଓ ତୁମ୍ଭେ ସମସ୍ତେ ବଧ ସ୍ଥାନରେ ନଇଁ ପଡ଼ିବ; କାରଣ ଆମ୍ଭେ ଡାକିଲା ବେଳେ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; ଆମ୍ଭେ କଥା କହିଲା ବେଳେ ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ତୁମ୍ଭେମାନେ କଲ ଓ ଯହିଁରେ ଆମ୍ଭେ ସନ୍ତୁଷ୍ଟ ନୋହୁଁ, ତାହା ହିଁ ମନୋନୀତ କଲ।” Viz kapitola |