ଯିଶାଇୟ 65:14 - ପବିତ୍ର ବାଇବଲ14 ଆମ୍ଭର ଦାସମାନେ ଆନନ୍ଦରେ ଗାନ କରିବେ କାରଣ ସେମାନଙ୍କ ହୃଦୟ ସୁଖରେ ପରିପୂର୍ଣ୍ଣ। ମାତ୍ର ତୁମ୍ଭେ ମନ୍ଦାଗ୍ଭରୀଗଣ ହୃଦୟର ଦୁଃଖ ନିମିତ୍ତ ବିଳାପ କରିବ। ଆଉ ମଧ୍ୟ ଆତ୍ମାର ବିରକ୍ତିଭାବ ଯୋଗୁଁ ହାହାକାର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ, ମାତ୍ର ତୁମ୍ଭେମାନେ ଚିତ୍ତର ଦୁଃଖ ସକାଶୁ କ୍ରନ୍ଦନ କରିବ ଓ ଆତ୍ମାର ବିରକ୍ତି ସକାଶୁ ହାହାକାର କରିବ। Viz kapitolaଓଡିଆ ବାଇବେଲ14 ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ, ମାତ୍ର ତୁମ୍ଭେମାନେ ଚିତ୍ତର ଦୁଃଖ ସକାଶୁ କ୍ରନ୍ଦନ କରିବ ଓ ଆତ୍ମାର ବିରକ୍ତି ସକାଶୁ ହାହାକାର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଦେଖ, ଆମ୍ଭର ଦାସମାନେ ଚିତ୍ତର ସୁଖ ସକାଶୁ ଗାନ କରିବେ, ମାତ୍ର ତୁମ୍ଭେମାନେ ଚିତ୍ତର ଦୁଃଖ ସକାଶୁ କ୍ରନ୍ଦନ କରିବ ଓ ଆତ୍ମାର ବିରକ୍ତି ସକାଶୁ ହାହାକାର କରିବ। Viz kapitola |