ଯିଶାଇୟ 65:15 - ପବିତ୍ର ବାଇବଲ15 ପୁନଶ୍ଚ ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପରୂପେ ରଖିଯିବ।” ତେଣୁ ମୋର ପ୍ରଭୁ ସଦାପ୍ରଭୁ ତୁମ୍ଭକୁ ବଧ କରିବେ। ସେ ନିଜର ଦାସମାନଙ୍କୁ ଅନ୍ୟ ନାମରେ ନାମିତ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଶାପାସ୍ପଦ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ; Viz kapitolaଓଡିଆ ବାଇବେଲ15 ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ; Viz kapitola |