ଯିଶାଇୟ 65:16 - ପବିତ୍ର ବାଇବଲ16 “ଯେଉଁ ଲୋକ ପୃଥିବୀରେ ଆଶୀର୍ବାଦର ପାତ୍ର ହୁଏ, ସେ ପରମେଶ୍ୱରଙ୍କ ଦ୍ୱାରା ଆଶୀର୍ବାଦିତ ହେବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରିବ ସେ ପରମେଶ୍ୱରଙ୍କ ନାମରେ ଶପଥ କରିବ। କାରଣ ଅତୀତର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହା ସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ଵରରେ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ଵରଙ୍କ ଦ୍ଵାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି। Viz kapitolaଓଡିଆ ବାଇବେଲ16 ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ୱରଙ୍କଠାରୁ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ୱରଙ୍କଠାରୁ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି। Viz kapitola |