ଯିଶାଇୟ 65:19 - ପବିତ୍ର ବାଇବଲ19 “ପୁଣି ଆମ୍ଭେ ଯିରୁଶାଲମରେ ଆନନ୍ଦ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଉଲ୍ଲାସ କରିବା। ସେଠାରେ ଆଉ ବିଳାପର ଧ୍ୱନି ଓ କ୍ରନ୍ଦନର ସ୍ୱର ଶୁଣାଯିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶଦ୍ଦ, କିଅବା କ୍ରନ୍ଦନର ଶଦ୍ଦ ଆଉ ଶୁଣାଯିବ ନାହିଁ। Viz kapitolaଓଡିଆ ବାଇବେଲ19 ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ। Viz kapitola |