ଯିଶାଇୟ 65:25 - ପବିତ୍ର ବାଇବଲ25 ଗଧିଆ ଓ ମେଣ୍ଢାଛୁଆ ଏକତ୍ର ରହିବେ, ସିଂହ ଗୋରୁପଲ ପରି ନଡ଼ା ଖାଇବ। ପୁଣି ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତରେ କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ।” ସଦାପ୍ରଭୁ ଏହା କୁହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି। Viz kapitolaଓଡିଆ ବାଇବେଲ25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ,” ସଦାପ୍ରଭୁ ଏହା କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।” Viz kapitola |