ଯିଶାଇୟ 65:4 - ପବିତ୍ର ବାଇବଲ4 ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁମ୍ଫା ମଧ୍ୟରେ ରାତ୍ରି ଯାପନ କରନ୍ତି। ସେମାନେ ଶୂକର ମାଂସ ଭକ୍ଷ୍ୟଣ କରନ୍ତି ଓ ସେମାନଙ୍କ ପାତ୍ରରେ ଦୂଷିତ ମାଂସ ଝୋଳ ଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେମାନେ କବର-ସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ; Viz kapitolaଓଡିଆ ବାଇବେଲ4 ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ କବର ସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ; Viz kapitola |