ଯିଶାଇୟ 65:5 - ପବିତ୍ର ବାଇବଲ5 “ମାତ୍ର ସେହି ଲୋକମାନେ କୁହନ୍ତି, ‘ସେସ୍ଥାନରେ ଛିଡ଼ା ହୁଅ, ଆମ୍ଭମାନଙ୍କ ନିକଟକୁ ଆସ ନାହିଁ, କାରଣ ଆମ୍ଭେମାନେ ତୁମ୍ଭ ଅପେକ୍ଷା ପବିତ୍ର।’ କିନ୍ତୁ ସେହି ଲୋକମାନେ ଆମ୍ଭ ନାସିକାର ଧୂମସ୍ୱରୂପ ଓ ଦିନସାରା ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନେ କହନ୍ତି, ସ୍ଵସ୍ଥାନରେ ଛିଡ଼ା ହୁଅ, ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର; ଏମାନେ ଆମ୍ଭ ନାସିକାରେ ଧର୍ମ ସ୍ଵରୂପ, ଦିନଯାକ ପ୍ରଜ୍ଵଳିତ ଅଗ୍ନି ସ୍ଵରୂପ। Viz kapitolaଓଡିଆ ବାଇବେଲ5 ସେମାନେ କହନ୍ତି, ସ୍ୱସ୍ଥାନରେ ଛିଡ଼ା ହୁଅ, ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର; ଏମାନେ ଆମ୍ଭ ନାସିକାରେ ଧର୍ମ ସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ କହନ୍ତି, ସ୍ୱ ସ୍ଥାନରେ ଛିଡ଼ା ହୁଅ, “ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର;” ଏମାନେ ଆମ୍ଭ ନାସିକାରେ ଧର୍ମସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ। Viz kapitola |