ଯିଶାଇୟ 66:10 - ପବିତ୍ର ବାଇବଲ10 ଯିରୁଶାଲମକୁ ପ୍ରେମ କରୁଥିବା ତୁମ୍ଭେମାନେ ସମସ୍ତେ ତା’ ସହିତ ଆନନ୍ଦ କର ଓ ତା’ ପାଇଁ ଉଲ୍ଲସିତ ହୁଅ। ପୁଣି ତା’ ପାଇଁ ଶୋକ କରୁଥିବା ତୁମ୍ଭେମାନେ ସମସ୍ତେ ତା'ର ଆନନ୍ଦ ପାଇଁ ଉଲ୍ଲାସ କର। Viz kapitolaପବିତ୍ର ବାଇବଲ (Re-edited) - (BSI)10 ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର; Viz kapitolaଓଡିଆ ବାଇବେଲ10 ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର; Viz kapitola |