ଯିଶାଇୟ 66:20 - ପବିତ୍ର ବାଇବଲ20 ସଦାପ୍ରଭୁ କୁହନ୍ତି, ଇସ୍ରାଏଲର ଲୋକମାନେ ଯେପରି ପବିତ୍ର ପାତ୍ରରେ ସଦାପ୍ରଭୁଙ୍କ ମନ୍ଦିରକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତାମାନଙ୍କୁ ଅଶ୍ୱ ଉପରେ ରଥ ଆଣିବେ ଏବଂ ଦ୍ରୁତଗତି ପଶୁଗୁଡ଼ିକ ବିଭିନ୍ନ ଦେଶରୁ ଯିରୁଶାଲମକୁ ସଦାପ୍ରଭୁଙ୍କ ପ୍ରତି ଉପହାର ସ୍ୱରୂପ ଆସିବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି, ସଦାପ୍ରଭୁ କହନ୍ତି, ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି-ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ଵ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ। Viz kapitolaଓଡିଆ ବାଇବେଲ20 ପୁଣି, ସଦାପ୍ରଭୁ କହନ୍ତି, “ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସଦାପ୍ରଭୁ କହନ୍ତି, ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ। Viz kapitola |