ଯିଶାଇୟ 66:23 - ପବିତ୍ର ବାଇବଲ23 ସଦାପ୍ରଭୁ ପୁଣି କହନ୍ତି ଯେ, ପୃଥିବୀର ସମସ୍ତ ଲୋକ ମୋ’ ପାଖକୁ ପୂଜା କରିବା ପାଇଁ ଗୋଟିଏ ନୂତନ ଚନ୍ଦ୍ରରୁ ଅନ୍ୟ ଗୋଟିଏ ନୂତନ ଚନ୍ଦ୍ରକ ଏବଂ ଗୋଟିଏ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମ ଦିନ ଆସିବ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ, ଏହା ସଦାପ୍ରଭୁ କହନ୍ତି। Viz kapitolaଓଡିଆ ବାଇବେଲ23 “ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ,” ଏହା ସଦାପ୍ରଭୁ କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ, ଏହା ସଦାପ୍ରଭୁ କହନ୍ତି। Viz kapitola |