ଯିଶାଇୟ 7:11 - ପବିତ୍ର ବାଇବଲ11 ସେ କହିଲେ, “ଏ ଗୁଡ଼ିକ ସତ୍ୟ ବୋଲି ତୁମ୍ଭେ ନିଜକୁ ପ୍ରମାଣ କରିବାକୁ ଏକ ଚିହ୍ନ ମାଗ। ସେହି ଚିହ୍ନ ଅଧୋଲୋକରୁ ହେଉ କିମ୍ବା ଉର୍ଦ୍ଧଲୋକରୁ ହେଉ ସଦାପ୍ରଭୁଙ୍କୁ ସେହି ଚିହ୍ନ ମାଗ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ଵଲୋକରେ ହେଉ, ମାଗ। Viz kapitolaଓଡିଆ ବାଇବେଲ11 “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଉର୍ଦ୍ଧ୍ୱଲୋକରେ ହେଉ, ମାଗ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।” Viz kapitola |