ଯିଶାଇୟ 7:15 - ପବିତ୍ର ବାଇବଲ15 ଇମ୍ମାନୁୟେଲ ଲହୁଣୀ ଓ ମହୁ ଖାଇବ। ତେଣୁ ସେ ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ତ୍ୟାଗ କରିବା ଜାଣିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦଧି ଓ ମଧୁ ଖାଇବ। Viz kapitolaଓଡିଆ ବାଇବେଲ15 ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ। Viz kapitola |