ଯିଶାଇୟ 7:18 - ପବିତ୍ର ବାଇବଲ18 “ସେହି ସମୟରେ ସଦାପ୍ରଭୁ ‘ମକ୍ଷିକା’କୁ ଆହ୍ୱାନ ଦେବେ। ସେହି ମକ୍ଷିକା ମିଶରର ନଦୀ ନିକଟରେ ଅଛି। ବର୍ତ୍ତମାନ ‘ମଧୁମକ୍ଷିକା’ ଅଶୂର ଦେଶରେ ଅଛନ୍ତି ଏହି ଶତ୍ରୁଗଣ ତୁମ୍ଭ ରାଜ୍ୟକୁ ଆସିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି, ସେହିଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମଧୁମକ୍ଷିକା ପ୍ରତି ଶିଷ୍ ଦେବେ। Viz kapitolaଓଡିଆ ବାଇବେଲ18 ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍ ଦେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍ ଦେବେ। Viz kapitola |