ଯିଶାଇୟ 7:7 - ପବିତ୍ର ବାଇବଲ7 ମୋର ପ୍ରଭୁ ସଦାପ୍ରଭୁ କୁହନ୍ତି, “ତାଙ୍କର କୁମନ୍ତ୍ରଣା ସଫଳ ହେବ ନାହିଁ। କାରଣ ଏହା ଆଦୌ ଘଟିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ। Viz kapitolaଓଡିଆ ବାଇବେଲ7 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ। Viz kapitola |