ଯିଶାଇୟ 8:10 - ପବିତ୍ର ବାଇବଲ10 ତୁମ୍ଭେମାନେ ଯୁଦ୍ଧ ପାଇଁ ଯେତେ ମନ୍ତ୍ରଣା କଲେ ମଧ୍ୟ ତୁମ୍ଭମାନଙ୍କର ମନ୍ତ୍ରଣା ସଫଳ ହେବ ନାହିଁ। ତୁମ୍ଭର ସୈନ୍ୟମାନଙ୍କ ପ୍ରତି ଆଦେଶ ନିଷ୍ଫଳ ହେବ। କାହିଁକି ଏହା ଘଟିବ। କାରଣ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ନୋହିବ; ଯେହେତୁ ପରମେଶ୍ଵର ଆମ୍ଭମାନଙ୍କ ସହିତ ଅଛନ୍ତି। Viz kapitolaଓଡିଆ ବାଇବେଲ10 ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି। Viz kapitola |