ଯିଶାଇୟ 8:17 - ପବିତ୍ର ବାଇବଲ17 ମୁଁ ସଦାପ୍ରଭୁଙ୍କୁ ସାହାଯ୍ୟ ପାଇଁ ଅପେକ୍ଷା କରିବି। ଯେତେବେଳେ ଯାକୁବ ପରିବାରରୁ ସେ ଆପଣାର ମୁଖ ଲୁଗ୍ଭନ୍ତି। ମୁଁ ସଦାପ୍ରଭୁଙ୍କ ଉପରେ ଆଶା ରଖିବି, ମୁଁ ଏଥିପାଇଁ ଅପେକ୍ଷା କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି। Viz kapitolaଓଡିଆ ବାଇବେଲ17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି। Viz kapitola |