ଯିଶାଇୟ 8:20 - ପବିତ୍ର ବାଇବଲ20 ତୁମ୍ଭେମାନେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭେମାନେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତେବେ ତୁମ୍ଭେମାନେ ଭୁଲ୍ ପଥରେ ଯିବ। ସେହି ଭୁଲ ଆଦେଶ ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭେମାନେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯେବେ ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ। Viz kapitolaଓଡିଆ ବାଇବେଲ20 ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ। Viz kapitola |