ଯିଶାଇୟ 8:6 - ପବିତ୍ର ବାଇବଲ6 ମୋର ପ୍ରଭୁ କହିଲେ, “ଏହି ଲୋକମାନେ ଶୀଲୋହର ଧୀରସ୍ରୋତକୁ ଅଗ୍ରାହ୍ୟ କରି ରତ୍ସୀନ୍ ଓ ରମଲିୟର ପୁତ୍ର, ପେକହ ସହିତ ଆନନ୍ଦ କରୁଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି; Viz kapitolaଓଡିଆ ବାଇବେଲ6 “ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି; Viz kapitola |