ଯିଶାଇୟ 9:14 - ପବିତ୍ର ବାଇବଲ14 ତେଣୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଞ୍ଜ ଛେଦନ କରିବେ। ଆଉମଧ୍ୟ ତାଳବୃକ୍ଷର ଡାଳ ବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଏକାଦିନରେ କାଟି ପକାଇବେ। Viz kapitolaଓଡିଆ ବାଇବେଲ14 ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ। Viz kapitola |