ଯିଶାଇୟ 9:17 - ପବିତ୍ର ବାଇବଲ17 ସମସ୍ତ ଲୋକ ଅଧର୍ମୀ। ତେଣୁ ସଦାପ୍ରଭୁଙ୍କ ପାଖରେ ଯୁବକମାନଙ୍କ ପାଇଁ ଅନୁକମ୍ପା ନାହିଁ। ସଦାପ୍ରଭୁ ଯୁବକମାନଙ୍କ ଉପରେ ସୁଖୀ ନୁହନ୍ତି। ଆଉମଧ୍ୟ ସଦାପ୍ରଭୁ ବିଧବା ଓ ଅନାଥମାନଙ୍କୁ ଦୟା କରିବେ ନାହିଁ। କାରଣ, ସମସ୍ତେ ଅଧର୍ମୀ ଓ ସେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରନ୍ତି। ପୁଣି ସେମାନେ ମିଥ୍ୟା କୁହନ୍ତି। ତେଣୁ ସଦାପ୍ରଭୁ ସେମାନଙ୍କ ଉପରେ ସର୍ବଦା କ୍ରୋଧିତ ହୁଅନ୍ତି ଓ ସର୍ବଦା ଦଣ୍ଡ ଦିଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହି, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମୂଢ଼ତାଭାଷୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Viz kapitolaଓଡିଆ ବାଇବେଲ17 ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Viz kapitola |