ଯାକୁବଙ୍କ ପତ୍ର 1:10 - ପବିତ୍ର ବାଇବଲ10 ସେହିପରି ଜଣେ ଧନୀ ବିଶ୍ୱାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ୱର ତାହାକୁ ଦେଖାଇ ଦେଇଥିବାରୁ, ସେ ଗର୍ବ କରିବା ଉଚିତ୍। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ। Viz kapitolaଓଡିଆ ବାଇବେଲ10 ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ । Viz kapitolaପବିତ୍ର ବାଇବଲ (CL) NT (BSI)10 ପୁଣି ଖୀଷ୍ଟବିଶ୍ୱାସୀ ଧନୀ ତା’ର ହୀନାବସ୍ଥାରେ ଦର୍ପ କର, କାରଣ ଧନୀ ଘାସ ଫୁଲ ପରି ଝଡ଼ିଯାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ। Viz kapitola |