ଯାକୁବଙ୍କ ପତ୍ର 1:6 - ପବିତ୍ର ବାଇବଲ6 କିନ୍ତୁ ତୁମ୍ଭେ ଯେତେବେଳେ ପରମେଶ୍ୱରଙ୍କୁ ମାଗିଥାଅ, ସେତେବେଳେ ତୁମ୍ଭକୁ ବିଶ୍ୱାସ କରିବାକୁ ପଡ଼ିବ। ପରମେଶ୍ୱରଙ୍କୁ ସନ୍ଦେହ କର ନାହିଁ। ସନ୍ଦେହୀ ଲୋକ ସମୁଦ୍ରର ଢେଉ ଭଳି। ପବନ ଢେଉକୁ ଉପରକୁ ଉଠାଏ ଓ ତଳକୁ ପକାଏ, ସନ୍ଦେହୀ ଲୋକ ସେହି ଢେଉ ଭଳି। Viz kapitolaପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ଵାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ। Viz kapitolaଓଡିଆ ବାଇବେଲ6 କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ । Viz kapitolaପବିତ୍ର ବାଇବଲ (CL) NT (BSI)6 କିନ୍ତୁ ପ୍ରାର୍ଥନା କରିବା ବେଳେ ଆଦୌ ସନ୍ଦେହ ନ କରି ବିଶ୍ୱାସ ସହକାରେ ପ୍ରାର୍ଥନା କର। ଯେ ସନ୍ଦହ କରେ, ସେ ପବନରେ ଆନ୍ଦାଳିତ ଅସ୍ଥିର ତରଙ୍ଗ ସଦୃଶ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ। Viz kapitola |