ଯାକୁବଙ୍କ ପତ୍ର 2:13 - ପବିତ୍ର ବାଇବଲ13 ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦେଖାଇବା ଉଚିତ୍। ଯଦି ତୁମ୍ଭେ ଦୟା ନ ଦେଖାଇବ, ତା'ହେଲେ ପରମେଶ୍ୱର ବିଗ୍ଭର କଲାବେଳେ ତୁମ୍ଭ ପ୍ରତି ମଧ୍ୟ ସେ ଦୟା ଦେଖାଇବେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦେଖାଇଥିବା ବ୍ୟକ୍ତି ତାହାର ବିଗ୍ଭର ହେଲାବେଳେ ନିର୍ଭୟରେ ଠିଆ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ଵନୀ କରେକ। Viz kapitolaଓଡିଆ ବାଇବେଲ13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ । Viz kapitolaପବିତ୍ର ବାଇବଲ (CL) NT (BSI)13 କାରଣ ଯେ ଅନ୍ୟକୁ ଦୟା କରେ ନାହିଁ, ଈଶ୍ୱର ତାକୁ ଦୟା କରିବେ ନାହିଁ। ନ୍ୟାୟ ବିଚାର ଉପରେ ଦୟାର ହିଁ ବିଜୟ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ। Viz kapitola |