ଯାକୁବଙ୍କ ପତ୍ର 2:26 - ପବିତ୍ର ବାଇବଲ26 ଆତ୍ମା ନ ଥିଲେ ଜଣେ ମନୁଷ୍ୟର ଶରୀରଟି ମୃତ ହୋଇଯାଏ। ସେହିପରି ବିଶ୍ୱାସ ବିଷୟରେ ମଧ୍ୟ ଏହି କଥାଟି ସତ। କର୍ମ ନ ଥିଲେ ବିଶ୍ୱାସ ମୃତ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ଵାସ ମଧ୍ୟ ମୃତ। Viz kapitolaଓଡିଆ ବାଇବେଲ26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ । Viz kapitolaପବିତ୍ର ବାଇବଲ (CL) NT (BSI)26 ତେଣୁ, ଆତ୍ମା ବିନା ଶରୀର ଯେପରି ମୃତ,କର୍ମ ବିନା ବିଶ୍ୱାସ ସେହପରି ମୃତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ। Viz kapitola |