ଯାକୁବଙ୍କ ପତ୍ର 3:1 - ପବିତ୍ର ବାଇବଲ1 ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ ଅନେକ ଶିକ୍ଷକ ହେବା ଉଚିତ୍ ନୁହେଁ। କାରଣ ତୁମ୍ଭେ ଜାଣ ଯେ, ଆମ୍ଭେ ଶିକ୍ଷକମାନେ, ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ କଠୋର ଭାବରେ ବିଗ୍ଭରିତ ହେବୁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ ଶିକ୍ଷକ ଯେ ଆମ୍ଭେମାନେ, ଆମ୍ଭେମାନେ ଯେ ଗୁରୁତର ଦଣ୍ତ ପାଇବା, ଏହା ଜାଣ। Viz kapitolaଓଡିଆ ବାଇବେଲ1 ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ, ଯେ ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା । Viz kapitolaପବିତ୍ର ବାଇବଲ (CL) NT (BSI)1 ହେ ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଅନେକେ ଧର୍ମଶିକ୍ଷ।। ଗୁରୁ ହେବା ଅନୁଚିତ। କାରଣ ତୁମେ ଜାଣ ଯେ, ଆମ ପରି ଶିକ୍ଷାଗୁରୁମାନଙ୍କ ଅପେକ୍ଷା ଅଧିକ କଠୋର ଭାବରେ ବିଚାରିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ ଯେ, ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା। Viz kapitola |