ଯାକୁବଙ୍କ ପତ୍ର 3:12 - ପବିତ୍ର ବାଇବଲ12 ମୋ’ ଭାଇ ଓ ଭଉଣୀମାନେ, ଡିମିରିଗଛରେ କ’ଣ ଜିତ ଫଳ ଫଳେ? ନା! ଦ୍ରାକ୍ଷାଲତା କ’ଣ ଡିମିରି ଉତ୍ପନ୍ନ କରିପାରେ? ନା! ଗୋଟିଏ ଲୁଣିଆ ପାଣିର କୂଅ କେବେ ମିଠା ପାଣି ଦେଇପାରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ହେ ମୋହର ଭାଇମାନେ, ଡିମିରି ବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ। Viz kapitolaଓଡିଆ ବାଇବେଲ12 ହେ ମୋହର ଭାଇମାନେ, ଡିମ୍ବିରି ବୃକ୍ଷ କ'ଣ ଜୀତଫଳ, ଅବା ଦ୍ରାକ୍ଷାଲତା କ'ଣ ଡିମ୍ବିରି ଫଳ ଫଳି ପାରେ ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)12 ଭାଇମାନେ, ଡିମିରି ଫଳେ? ସେହିପରି ଲବଣାକ୍ତ ଝରଣାରୁ ମଧୁର ଜଳ ନିର୍ଗତ ହୁଏ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ମୋହର ଭାଇମାନେ, ଡିମ୍ବିରିବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମ୍ବିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ। Viz kapitola |