Online Bible

- Reklamy -




ଯାକୁବଙ୍କ ପତ୍ର 3:17 - ପବିତ୍ର ବାଇବଲ

17 କିନ୍ତୁ ପରମେଶ୍ୱରଙ୍କଠାରୁ ଆସିଥିବା “ଜ୍ଞାନ” ଏହିପରି: ପ୍ରଥମରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟରେ ପଡ଼ିଛନ୍ତି, ଏହି ଜ୍ଞାନ ସେମାନଙ୍କୁ ସାହାଯ୍ୟ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 କିନ୍ତୁ ଊର୍ଦ୍ଧ୍ଵରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ଵିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।

Viz kapitola kopírovat

ଓଡିଆ ବାଇବେଲ

17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 କିନ୍ତୁ ଉଦ୍ଧ୍ୱର୍ରୁ ଆଗତ ଜ୍ଞାନ ପ୍ରଥମତଃ, ବିଶୁଦ୍ଧ; ତାହା ମଧ୍ୟ ଶାନ୍ତି ପ୍ରଦାୟକ, ସୁଶାନ୍ତ ଓ ମୈତ୍ରୀ-ଭାବାପନ୍ନ। ତାହା ଅନୁକମ୍ପାରେ ପରିପୂର୍ଣ୍ଣ ଓ ହୁଳଭାବେ ସତ୍କର୍ମରୂପେ ଫଳ ଉତ୍ପାଦସନ କରେ; ତାହା ନିରପେକ୍ଷ ଓ ଛଳନାଶୂନ୍ୟ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।

Viz kapitola kopírovat




ଯାକୁବଙ୍କ ପତ୍ର 3:17

Následuj nás:

Reklamy


Reklamy