Online Bible

- Reklamy -




ଯାକୁବଙ୍କ ପତ୍ର 3:4 - ପବିତ୍ର ବାଇବଲ

4 ସମୁଦ୍ରର ଜାହାଜ କ୍ଷେତ୍ରରେ ମଧ୍ୟ ସେହିପରି ହୋଇଥାଏ। ଜାହାଜଟି ଆକାରରେ ବହୁତ ବଡ଼ ଓ ଏହା ପ୍ରବଳ ପବନ ଦ୍ୱାରା ଗ୍ଭଳିତ ହୋଇଥାଏ। କିନ୍ତୁ ଛୋଟ ମଙ୍ଗଟି ସେହି ବଡ଼ ଜାହାଜଟିକୁ ନିୟନ୍ତ୍ରିତ କରିଥାଏ। ଯେଉଁ ଲୋକ ଏହି ଯନ୍ତ୍ରଟିକୁ ଗ୍ଭଳନା କରେ, ସେ ସ୍ଥିର କରେ ଯେ, ଜାହାଜଟି କେଉଁଠାକୁ ଯିବ। ସେ ଲୋକ ଯେଉଁଠାକୁ ଗ୍ଭହେଁ, ଜାହାଜଟି ସେଠାକୁ ଯାଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଦେଖ, ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ତ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ଵାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲାଇ ଦିଆଯାଏ।

Viz kapitola kopírovat

ଓଡିଆ ବାଇବେଲ

4 ଦେଖ, ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

4 ଗୋଟିଏ ବଡ଼ ଜାହାଜ ବିଷୟ ଚିନ୍ତା କର। ଜାହାଜ ଚାଲିକ ପ୍ରଚଣ୍ଡ ପବନ ବହୁଥିଲେ ସୁଦ୍ଧା, ଅତି ଛୋଟ ମଙ୍ଗ ସାହାଯ୍ୟରେ ତାହାକୁ ଅିୟନ୍ତ୍ରଣ କରି ଇଚ୍ଛାନୁସାରେ ଚଳାଇ ନିଏ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏବଂ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ।

Viz kapitola kopírovat




ଯାକୁବଙ୍କ ପତ୍ର 3:4

Následuj nás:

Reklamy


Reklamy