ଯାକୁବଙ୍କ ପତ୍ର 4:12 - ପବିତ୍ର ବାଇବଲ12 କେବଳ ପରମେଶ୍ୱର ହିଁ ବ୍ୟବସ୍ଥା ରଚନା କରନ୍ତି। ସେ ହେଉଛନ୍ତି ଏକମାତ୍ର ବିଗ୍ଭରପତି। ସେ କେବଳ ରକ୍ଷା କରି ପାରନ୍ତି ଓ ବିନାଶ ମଧ୍ୟ କରି ପାରନ୍ତି। ଅତଏବ ଅନ୍ୟ କୌଣସି ଲୋକର ବିଗ୍ଭର କରିବାର ତୁମ୍ଭ ପକ୍ଷରେ ଠିକ୍ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ? Viz kapitolaଓଡିଆ ବାଇବେଲ12 ମୋଶାଙ୍କ ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ ? Viz kapitolaପବିତ୍ର ବାଇବଲ (CL) NT (BSI)12 ଈଶ୍ୱର ହିଁ ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା। କେବଳ ସେ ରକ୍ଷା କରି ପାରନ୍ତି, କିଅବା ବିନାଶ କରନ୍ତି। ପ୍ରତିବେଶୀର ଦୋଷଗୁଣ ବିଚାର କରିବାକୁ କିଏ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ? Viz kapitola |