ଯାକୁବଙ୍କ ପତ୍ର 4:14 - ପବିତ୍ର ବାଇବଲ14 ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କ’ଣ ଘଟିବ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ୟ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖି ପାରିବ, ତା'ପରେ ସେ ଗ୍ଭଲିଯାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ। Viz kapitolaଓଡିଆ ବାଇବେଲ14 କିନ୍ତୁ କାଲି କ'ଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ । ତୁମ୍ଭମାନଙ୍କର ଜୀବନ କ'ଣ ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ । Viz kapitolaପବିତ୍ର ବାଇବଲ (CL) NT (BSI)14 କିନ୍ତୁ ଆସନ୍ତା କାଲି ତୁମ ଗୀବନରେ କ’ଣ ଘଟିବ, ତାହା ତ ତୁମେ ଜାଣ ନାହିଁ! ତୁମ ଜୀବନ କୁହୁଡ଼ି ପରି, କ୍ଷଣକେ ଦେଖାଯାଇ ପର ମୁହୂର୍ତ୍ତରେ ଅଦୃଶ୍ୟ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ। Viz kapitola |