ଯାକୁବଙ୍କ ପତ୍ର 4:15 - ପବିତ୍ର ବାଇବଲ15 ଅତଏବ ତୁମ୍ଭେ କହିବା ଉଚିତ୍: “ଯଦି ପରମେଶ୍ୱରଙ୍କ ଇଚ୍ଛା ଥାଏ, ଆମ୍ଭେ ଜୀବିତ ରହିବୁ ଓ ଏହା କରିବୁ ବା ତାହା କରିବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ। Viz kapitolaଓଡିଆ ବାଇବେଲ15 ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ । Viz kapitolaପବିତ୍ର ବାଇବଲ (CL) NT (BSI)15 ତେଣୁ ତୁମର କହିବା ଉଚିତ “ପ୍ରଭୁଙ୍କ ଇଚ୍ଛା ହେଲେ, ଆମେ ବଞ୍ଚିରହି ଏହା କରିବା ବା ତାହା କରିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ। Viz kapitola |