ଯାକୁବଙ୍କ ପତ୍ର 4:4 - ପବିତ୍ର ବାଇବଲ4 ଏହା ଦ୍ୱାରା ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟରେ ବିଶ୍ୱସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ୍ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ୱରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କେହି ଏହି ସଂସାରର ଅଂଶୀ ହେବା ପାଇଁ ଇଚ୍ଛା କରେ, ତେବେ ସେ ନିଜକୁ ପରମେଶ୍ୱରଙ୍କୁ ଶତ୍ରୁ କରି ପକାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ଵରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେକେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ; ସେ ଆପଣାକୁ ଈଶ୍ଵରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ। Viz kapitolaଓଡିଆ ବାଇବେଲ4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ୱରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ । Viz kapitolaପବିତ୍ର ବାଇବଲ (CL) NT (BSI)4 ହେ ବିଶ୍ୱାସଘାତକ ଲୋକେ, ତୁମେ କଅଣ ଜାଣି ନାହିଁ, ସଂସାରପ୍ରୀତି ଈଶ୍ୱରଙ୍କ ପ୍ରତିଶତ୍ରୁତାଜରଣ? ଯେ ଇହ ଜଗତ ସହିତ ବନ୍ଧୁତା କରେ, ସେ ଈଶ୍ୱରଙ୍କ ଶତ୍ରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ। Viz kapitola |