ଯାକୁବଙ୍କ ପତ୍ର 4:5 - ପବିତ୍ର ବାଇବଲ5 ତୁମ୍ଭେ କ’ଣ ଭାବୁଛ କି ଶାସ୍ତ୍ରର ଅର୍ଥ କିଛି ନାହିଁ? ଶାସ୍ତ୍ର କୁହେ: “ପରମେଶ୍ୱର ଆମ୍ଭ ମଧ୍ୟରେ ବାସ କରିବା ପାଇଁ ଯେଉଁ ଆତ୍ମାଙ୍କୁ ଦେଇଛନ୍ତି, ସେ ଆମ୍ଭକୁ ସମ୍ପୂର୍ଣ୍ଣ ରୂପେ ଅଧିକାର କରିବା ନିମନ୍ତେ ଗ୍ଭହାନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକା; କାମନା କରନ୍ତି? Viz kapitolaଓଡିଆ ବାଇବେଲ5 ନା ତୁମ୍ଭେମାନେ କ'ଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି ? Viz kapitolaପବିତ୍ର ବାଇବଲ (CL) NT (BSI)5 ଶାସ୍ତ୍ରର ଏହି ଉକ୍ତିରେ କ’ଣ ସତ୍ୟତା ନାହିଁ ବୋଲି ମନେ କରୁଛ, “ଈଶ୍ୱର ଆମ୍ଭମାନଙ୍କଠାରେ ଯେଉଁ ଆତ୍ମା ସ୍ଥାପନ କରିଛନ୍ତି, ତାହାକୁ ସମ୍ପୁର୍ଣ୍ଣ ଅଧିକାର କରିବା ପାଇଁ ସେ ଉତ୍କଣ୍ଠିତ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି? Viz kapitola |