ଯାକୁବଙ୍କ ପତ୍ର 4:6 - ପବିତ୍ର ବାଇବଲ6 କିନ୍ତୁ ପରମେଶ୍ୱର ଆମ୍ଭକୁ ଦେଇଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁହେ: “ପରମେଶ୍ୱର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଉକ୍ତ ଅଛି, “ଈଶ୍ଵର ଅହଂକାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି”। Viz kapitolaଓଡିଆ ବାଇବେଲ6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, "ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି'' । Viz kapitolaପବିତ୍ର ବାଇବଲ (CL) NT (BSI)6 କିନ୍ତୁ ଈଶ୍ୱର ଯେଉଁ ଅନୁଗ୍ରହ ପ୍ରଦାନ କରନ୍ତି, ତାହା ଅଧିକ ଶକ୍ତିଶାଳୀ। ଶାସ୍ତ୍ରରେ ଲିଖିତ ଅଛି, “ଈଶ୍ୱର ଅହଂକାରୀମାନଙ୍କର ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।” Viz kapitola |