ଯାକୁବଙ୍କ ପତ୍ର 5:15 - ପବିତ୍ର ବାଇବଲ15 ବିଶ୍ୱାସରେ କରାଯାଇଥିବା ସେହି ପ୍ରାର୍ଥନା ରୋଗୀକୁ ସୁସ୍ଥ କରିଦେବ। ପ୍ରଭୁ ତାହାକୁ ସୁସ୍ଥ କରିବେ। ଯଦି ଏହି ଲୋକଟି ପାପ କରିଥାଏ, ତେବେ ପରମେଶ୍ୱର ତାହାକୁ କ୍ଷମା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ବିଶ୍ଵାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି ପ୍ରଭୁ ତାହାକୁ ଉଠାଇବେ; ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ। Viz kapitolaଓଡିଆ ବାଇବେଲ15 ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ । Viz kapitolaପବିତ୍ର ବାଇବଲ (CL) NT (BSI)15 ଏଭଳି ବିଶ୍ୱାସପୂର୍ଣ୍ଣ ପ୍ରାର୍ଥନା ପୀଡ଼ିତକୁ ସୁସ୍ଥ କରିବ। ପଭୁ ତାକୁ ଆରୋଗ୍ୟ କରିବେ ଓ ଯଦି ସେ ପାପ କରିଥାଏ, ତାକୁ କ୍ଷମା କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ। Viz kapitola |