ଯାକୁବଙ୍କ ପତ୍ର 5:16 - ପବିତ୍ର ବାଇବଲ16 ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ୱୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ୱର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତେବେଳେ ନିରନ୍ତର ପ୍ରାର୍ଥନା କରେ, ସେତେବେଳେ ମହାନ ଘଟଣାମାନ ଘଟିଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ଵୀକାର କର, ପୁଣି ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ। Viz kapitolaଓଡିଆ ବାଇବେଲ16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର । ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ । Viz kapitolaପବିତ୍ର ବାଇବଲ (CL) NT (BSI)16 ପରସ୍ପର ନିକଟରେ ନିଜ ନିଜ ପାପ ସ୍ୱୀକାର କର ଏବଂ ପରସ୍ପର ନିମନ୍ତେ ପ୍ରାର୍ଥନା କର। ତାହାହେଲେ, ତୁମେ ଆରୋଗ୍ୟ ଲାଭ କରିବ। ଧାର୍ମିକର ପ୍ରାର୍ଥନା, ଶକ୍ତିଶାଳୀ ଓ ଫଳପ୍ରଦ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ। Viz kapitola |