ଯାକୁବଙ୍କ ପତ୍ର 5:20 - ପବିତ୍ର ବାଇବଲ20 ଏହା ମନେରଖ: ଯେଉଁ ଲୋକ ମନ୍ଦ ମାର୍ଗରୁ ଜଣେ ପାପୀକୁ ଫେରାଇ ଆଣେ, ତେବେ ସେ ମୃତ୍ୟୁରୁ ତାହାର ଆତ୍ମାକୁ ରକ୍ଷା କରେ। ଏହା କରିବା ଦ୍ୱାରା, ସେହି ଲୋକ ଅନେକ ପାପ କ୍ଷମାର କାରଣ ହୋଇପାରିଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ। Viz kapitolaଓଡିଆ ବାଇବେଲ20 ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ। Viz kapitola |