ଯାକୁବଙ୍କ ପତ୍ର 5:5 - ପବିତ୍ର ବାଇବଲ5 ପୃଥିବୀରେ ତୁମ୍ଭ ଜୀବନ ବିଳାସମ୍ପୂର୍ଣ୍ଣ ଥିଲା। ତୁମ୍ଭେ ଯାହା ଇଚ୍ଛା କରିଥିଲ, ତାହା ପୂରଣ କରି ନିଜକୁ ଆନନ୍ଦିତ କଲ। ତୁମ୍ଭେ ବଳି ଦିବସ ପାଇଁ ପ୍ରସ୍ତୁତ ଥିବା ଏକ ପଶୁପରି ନିଜକୁ ମୋଟା କଲ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ, ବଧ ଦିନରେ ଆପଣା ଆପଣା ମନକୁ ତୃପ୍ତ କରିଅଛ। Viz kapitolaଓଡିଆ ବାଇବେଲ5 ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ, ବଧ ଦିନରେ ଆପଣା ଆପଣା ହୃଦୟକୁ ତୃପ୍ତ କରିଅଛ । Viz kapitolaପବିତ୍ର ବାଇବଲ (CL) NT (BSI)5 ଏ ଜଗତରେ ତୁମ ଜୀବନ ଭୋଗ ବିଳାସରେ ପରିପୂର୍ଣ୍ଣ। ହାଣ ଖାଇବାକୁ ଥିବା ପଶୁ ପରି ତୁମେ ହୃଷ୍ଟପୁଷ୍ଟ ହୋଇଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ, ବଧ ଦିନରେ ଆପଣା ଆପଣା ହୃଦୟକୁ ତୃପ୍ତ କରିଅଛ। Viz kapitola |