ଯାକୁବଙ୍କ ପତ୍ର 5:7 - ପବିତ୍ର ବାଇବଲ7 ଭାଇ ଓ ଭଉଣୀମାନେ, ଧୈର୍ଯ୍ୟ ରଖ, ପ୍ରଭୁ ଯୀଶୁ ଆସିବେ। ସେହି ସମୟ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ। Viz kapitolaଓଡିଆ ବାଇବେଲ7 ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ । ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ । Viz kapitolaପବିତ୍ର ବାଇବଲ (CL) NT (BSI)7 ହେ ଭାଇମାନେ, ପ୍ରଭୁଙ୍କର ପୁନରାଗମନ ପଯ୍ୟନ୍ତ ଧୈର୍ଯ୍ୟ ଧର। ଦେଖ, କୃଷକ କିପରି ତା’ କ୍ଷେତରେ ବହୁମୂଲ୍ୟ ଫସଲ ଉତ୍ପନ୍ନ କରିବା ପାଇଁ ଧେର୍ଯ୍ୟ ସହକାରେ ପ୍ରଥମ ଓ ଶେଷ ବର୍ଷାକୁ ଅପେକ୍ଷା କରେ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ। Viz kapitola |