ବିଚାରକର୍ତ୍ତା 1:1 - ପବିତ୍ର ବାଇବଲ1 ଯିହୋଶୂୟଙ୍କର ମୃତ୍ୟୁପରେ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ସେମାନେ ସଦାପ୍ରଭୁଙ୍କର ଆଦେଶ ମାଗିଲେ, ପ୍ରଥମେ କେଉଁ ପରିବାରବର୍ଗର ଲୋକମାନେ କିଣାନୀୟ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବେ?” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯିହୋଶୂୟଙ୍କର ମୃତ୍ୟୁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, କିଣାନୀୟ- ମାନଙ୍କ ପ୍ରତିକୂଳରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ? Viz kapitolaଓଡିଆ ବାଇବେଲ1 ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ?” Viz kapitola |