ବିଚାରକର୍ତ୍ତା 1:12 - ପବିତ୍ର ବାଇବଲ12 ଯିହୁଦାର ଲୋକମାନେ ଯୁଦ୍ଧ ଆରମ୍ଭ କଲା ପୂର୍ବରୁ, କାଲେବ୍ ସେମାନଙ୍କୁ ଗୋଟିଏ ପ୍ରତିଜ୍ଞା କରିଥିଲେ। କାଲେବ କହିଲା, “ମୁଁ କିରିୟଥ ସେଫର ବିରୁଦ୍ଧରେ ଯୁଦ୍ଧ କରିବାକୁ ଗ୍ଭହେଁ। ଯେଉଁ ଲୋକ ସେ ସହରକୁ ପରାସ୍ତ କରିବ, ମୁଁ ତା’ ସହିତ ମୋର କନ୍ୟା ଅକ୍ଷାରକୁ ବିବାହ ଦେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି କାଲେବ୍ କହିଲେ, ଯେ କିରୀୟଥ୍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋʼ କନ୍ୟା ଅକ୍ଷାର ବିବାହ ଦେବି। Viz kapitolaଓଡିଆ ବାଇବେଲ12 ପୁଣି କାଲେବ କହିଲେ, ଯେ କେହି କିରୀୟଥ୍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋ’ କନ୍ୟା ଅକ୍ଷାର ବିବାହ ଦେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି କାଲେବ କହିଲେ, “ଯେକେହି କିରୀୟଥ୍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋʼ କନ୍ୟା ଅକ୍ଷାର ବିବାହ ଦେବି।” Viz kapitola |