ବିଚାରକର୍ତ୍ତା 1:14 - ପବିତ୍ର ବାଇବଲ14 ତାଙ୍କର ସ୍ୱାମୀ ଅତ୍ନୀୟେଲଙ୍କୁ ସଙ୍ଗରେ ଯିବା ସମୟରେ, ଅକ୍ଷାର ତାଙ୍କ ପିତାକୁ ଖଣ୍ଡେ ଭୂମି ପାଇଁ ପଗ୍ଭରିବାକୁ, ତାଙ୍କୁ ଉପଦେଶ ଦେଲେ। ଯେତେବେଳେ ସେ ଘୋଡ଼ାରୁ ଓହ୍ଲାଇ ପଡ଼ିଲେ, କାଲେବ୍ ତାଙ୍କୁ ପଗ୍ଭରିଲେ, “ଭୁଲ୍ କ’ଣ?” Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ତେ କ୍ଷେତ ମାଗିବା ପାଇଁ ସ୍ଵାମୀକି ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ୍ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ। Viz kapitolaଓଡିଆ ବାଇବେଲ14 ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକି ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?” Viz kapitola |